• ବ୍ରହ୍ମପୁର: ପୋଲସରା ବିଧାୟକ ଶ୍ରୀକାନ୍ତ ସାହୁ ଙ୍କୁ ନୂତନ ଭାବେ ଗଞ୍ଜାମ ଜିଲ୍ଲା ଯୋଜନା ବୋର୍ଡ଼ ଅଧକ୍ଷ ନିଯୁକ୍ତି ପାଇଥିବାରୁ, ଆଜି ବ୍ରହ୍ମପୁର ସାର୍କିଟହାଉସ ଠାରେ ସ୍ୱାଗତ ସମ୍ବର୍ଦ୍ଧନା ଦିଆଯାଇଛି।ଉକ୍ତ ସ୍ୱାଗତ ସମ୍ବର୍ଦ୍ଧନା ଉତ୍ସବରେ ବ୍ରହ୍ମପୁର ବିଧାୟକ ବିକ୍ରମ ପଣ୍ଡା, ଛତ୍ରପୁର ବିଧାୟକ ସୁବାସ ବେହେରା,ବ୍ରହ୍ମପୁର ପୂର୍ବତନ ବିଧାୟକ ରମେଶ ଚନ୍ଦ୍ର ଚ୍ୟାଉ ପଟ୍ଟନାୟକ ଓ ବହୁ ମାନ୍ୟଗଣ ବ୍ୟକ୍ତି ଉପସ୍ଥିତ ଥିଲେ।

LEAVE A REPLY

Please enter your comment!
Please enter your name here