Home ବ୍ରହ୍ମପୁର ସ୍ପେଶାଳ ପଣ୍ଡିତ ଦୀନ ଦୟାଲ ଉପାଧ୍ୟାୟ ଙ୍କ ୧୦୩ତମ ଜନ୍ମ ଜୟନ୍ତୀ ପାଳନ

ପଣ୍ଡିତ ଦୀନ ଦୟାଲ ଉପାଧ୍ୟାୟ ଙ୍କ ୧୦୩ତମ ଜନ୍ମ ଜୟନ୍ତୀ ପାଳନ

0
314

ବ୍ରହ୍ମପୁର, ୨୫/୯-ବିଜେପି ଗଞ୍ଜାମ ଜିଲ୍ଲା କାର୍ଯ୍ୟାଳୟ ଠାରେ ଆଜି ପଣ୍ଡିତ ଦୀନ ଦୟାଲ ଉପାଧ୍ୟାୟ ଙ୍କ ୧୦୩ ତମ ଜନ୍ମ ଜୟନ୍ତୀ ପାଳନ କରାଯାଇଛି। ବିଜେପି ଗଞ୍ଜାମ ଜିଲ୍ଲା ସଭାପତି କାହ୍ନୁଚରଣ ପତି, ପଣ୍ଡିତ ଦୀନ ଦୟାଲ ଉପାଧ୍ୟାୟ ଙ୍କ ଜୀବନୀ ଉପରେ ଅାଲୋକପାତ କରିବା ସହ ତାଙ୍କ ଆଦର୍ଶ ରେ ଅନୁପ୍ରାଣିତ ହେବାକୁ ଉପସ୍ଥିତ ଥିବା କାର୍ଯ୍ୟକର୍ତ୍ତା ମାନଙ୍କୁ ମାର୍ଗ ଦର୍ଶନ କରିଥିଲେ। ଏହି ଅବସରରେ ରାକେଶ ସାହୁ, ପ୍ରବୀର ପାତ୍ର, ସୁନୀଲ କୁମାର ସାହୁ, ପ୍ରଭାତ ଷଡଙ୍ଗୀ, ଶିବ ଶତପଥୀ, ବିକାଶ ପାଣିଗ୍ରାହୀ, ଉମାଶଙ୍କର ପଣ୍ଡା, ପ୍ରମୁଖ ଦଳୀୟ କାର୍ଯ୍ୟକର୍ତ୍ତା ମାନେ ଦୀନ ଦୟାଲ ଉପାଧ୍ୟାୟ ଙ୍କ ଫୋଟ ରେ ପୁଷ୍ପାଞ୍ଜଳି ଅର୍ପଣ କରିଥିଲେ।

NO COMMENTS

LEAVE A REPLY

Please enter your comment!
Please enter your name here

error: Content is protected !!