ବିଜେପି ଛାଡିଲେ ଡାକ୍ତର ଦାମୋଦର ରାଉତ

0
184

ଭୂବନେଶ୍ୱର,୧୬/୧୦–ବରିଷ୍ଠ ରାଜନେତା ତଥା ପୂର୍ବତନ ମନ୍ତ୍ରୀ ଦାମୋଦର ରାଉତ ବିଜେପିରୁ ଇସ୍ତଫା ଦେଇଛନ୍ତି। ସେ ତାଙ୍କ ଇସ୍ତଫାପତ୍ର ଦଳର ରାଜ୍ୟ ସଭାପତି ବସନ୍ତ ପଣ୍ଡାଙ୍କ ପାଖକୁ ପଠାଇ ଦେଇଛନ୍ତି। ଦଳରେ ତାଙ୍କୁ କୋଣଠେସା କରାଯାଇଥିବା ଅଭିଯୋଗ କରି ସେ ଦଳରୁ ଇସ୍ତଫା ଦେଇଛନ୍ତି।

LEAVE A REPLY

Please enter your comment!
Please enter your name here