ବୁଦ୍ଧଖୋଲ ମହୋତ୍ସବ ର ତୃତୀୟ ଦିନରେ ରଙ୍ଗାରଙ୍ଗ କାର୍ଯ୍ୟକ୍ରମ

0
189

ବୁଗୁଡ଼ା,୧୨/୦୧/୨୦୨୦(ଟୁକୁନା ପ୍ରଧାନ) – ଗଞ୍ଜାମ ଜିଲ୍ଲା ବୁଗୁଡା ବ୍ଲକ ଅନ୍ତର୍ଗତ ବୁଦ୍ଧଖୋଲ ମହୋତ୍ସବ ର ତୃତୀୟ ଦିନରେ ମାନ୍ୟବର ସାଂସଦ ବ୍ରହ୍ମପୁର ଶ୍ରୀଯୁକ୍ତ ଚନ୍ଦ୍ରଶେଖର ସାହୁ ମୁଖ୍ୟ ଅତିଥି ଭାବେ ଯୋଗ ଦେଇଛନ୍ତି।ନିମନ୍ତ୍ରିତ ଅତିଥି ଭାବେ ବ୍ରହ୍ମପୁର ବିଧାୟକ ବିକ୍ରମ କୁମାର ପଣ୍ଡା, କବିସୂର୍ଯ୍ୟ ନଗର ବିଧାୟିକା ଲତିକା ପ୍ରଧାନ, ଗଞ୍ଜାମ ଏସ୍ ପି ବ୍ରିଜେଶ କୁମାର ରାୟ, ପୋଲସରା ବିଧାୟକ ତଥା ବୁଦ୍ଧଖୋଲ ଉନ୍ନୟନ କମିଟିର ସଭାପତି ଶ୍ରୀକାନ୍ତ ସାହୁ ପ୍ରମୁଖ ଯୋଗ ଦେଇ ପ୍ରଦୀପ ପ୍ରଜ୍ବଳନ ପୂର୍ବକ କାର୍ଯ୍ୟକ୍ରମ ଆରମ୍ଭ କରିଛନ୍ତି ।ଓଲିଉଡ ଅଭିନେତା ଅରେନ୍ଧେତୁ ସାହୁ ଓ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଉପସ୍ଥିତ ଥିଲେ ।ଏଥିରେ ବହୁସଂଖ୍ୟକ ଦର୍ଶକ ଉପସ୍ଥିତ ଥିଲେ ।

LEAVE A REPLY

Please enter your comment!
Please enter your name here