ପୋଲସରା ବ୍ଲକ ଅନ୍ତର୍ଗତ ଗୋଛାବାଡ଼ି ଓ ପାଣ୍ଡିରିପଡା ଗ୍ରାମ କମିଟିର ନବନିର୍ମିତ ଓଡ୍ର ଖଣ୍ଡାୟତ କାଳଞ୍ଜି ସମାଜ କୁଳ ଗୃହର ପ୍ରତିଷ୍ଠା ଉତ୍ସବ ଅନୁଷ୍ଠିତ

0
277

ଗଞ୍ଜାମ,୩୧/୦୧/୨୦୨୦(ଟୁକୁନା ପ୍ରଧାନ) – : ଆଜି ଗଞ୍ଜାମ ଜିଲ୍ଲା ପୋଲସରା ବ୍ଲକ ଅନ୍ତର୍ଗତ ଗୋଛାବାଡ଼ି ଓ ପାଣ୍ଡିରିପଡା ଗ୍ରାମ କମିଟିର ନବନିର୍ମିତ ଓଡ୍ର ଖଣ୍ଡାୟତ କାଳଞ୍ଜି ସମାଜ କୁଳ ଗୃହର ପ୍ରତିଷ୍ଠା ଉତ୍ସବ ଅନୁଷ୍ଠିତ ହୋଇଯାଇଛି।ମାନ୍ୟବର ବିଧାୟକ ପୋଲସରା ଶ୍ରୀକାନ୍ତ ସାହୁ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ଉଦଘାଟନ କରିଛନ୍ତି । ସରପଞ୍ଚ ସମିତିସଭ୍ୟ,ପଞ୍ଚାୟତର ସମସ୍ତ ଜନସାଧାରଣ ଏବଂ ଓଡ୍ର ଖଣ୍ଡାୟତ କାଳଞ୍ଜି ସମାଜ ର ସଦସ୍ୟ ମାନେ ଉପସ୍ଥିତ ଥିଲେ ।

LEAVE A REPLY

Please enter your comment!
Please enter your name here