ରାଜ୍ୟରେ ଆଉ ୨କରୋନା ରୋଗୀ ଚିହ୍ନଟ

0
128

 

ଭୂବନେଶ୍ବର,୧୧/୦୪/୨୦୨୦((ବ୍ୟୁରୋ ରିପୋର୍ଟ)ରାଜ୍ୟରେ ଆଉ ୨କରୋନା ରୋଗୀ ଚିହ୍ନଟ ହୋଇଛନ୍ତି । ଏହୋସହ ଓଡ଼ିଶାରେ ପଜିଟିଭ୍ କେସ୍ ୫୦କୁ ବୃଦ୍ଧି ପାଇଛି । ଏନେଇ ସୂଚନା ଦେଇଛି ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ । ଆଜି ୨୯୮ଟି ନମୁନା ପରୀକ୍ଷା କରାଯାଇଥିଲା ।
ଉଲ୍ଲେଖଯୋଗ୍ୟ ଯେ କରୋନରେ ରାଜ୍ୟରେ ଏହି ଦୁଇଜଣଙ୍କୁ ମିଶାଇ ୩୭ଜଣ ଆକ୍ଟିଭ୍ କେସ୍ ରହିଛି । ୧୨ଜଣ ସୁସ୍ଥ ହେବା ସାଙ୍ଗକୁ ଜଣଙ୍କର ମୃତ୍ୟୁ ହୋଇଥିବା ନେଇ ସୂଚନା ରହିଛି ।

LEAVE A REPLY

Please enter your comment!
Please enter your name here