ଘୁମୁସର ତାଲୁକା ବିଶ୍ଵକର୍ମା ସମାଜ ପକ୍ଷରୁ ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିକୁ ସହାୟତା

0
165

 

ବୁଗୁଡା ,୧୬/୦୪/୨୦୨୦: ଘୁମୁସର ତାଲୁକା ବିଶ୍ଵକର୍ମା ସମାଜ ପକ୍ଷରୁ କରୋନା ମୁକାବିଲା ପାଇଁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିକୁ ୧୦ ହଜାର ଟଙ୍କାର ସହାୟତା ରାଶି ପ୍ରଦାନ କରିଥିବା ଜଣାପଡିଛି। ଗୁରୁବାର ଦିନ ଘୁମୁସର ତାଲୁକା ବିଶ୍ୱକର୍ମା ସମାଜ ପକ୍ଷରୁ ଉପସଭାପତି ଗୋପାଳ କୃଷ୍ଣ ମହାରଣା, କୋଷାଧ୍ୟକ୍ଷ ଗଣପତି ମହାରଣା, ଉପଦେଷ୍ଟା ଶରତ ଚନ୍ଦ୍ର ମହାରଣା ଓ ଦୁଃଖିଶ୍ୟାମ ମହାରଣା,ବୁଗୁଡା ମୁଠା ସଭ୍ୟ ବଳରାମ ମହାରଣା ପ୍ରମୁଖ ବୁଗୁଡା ବିଡ଼ିଓ ତନ୍ମୟ ପାତ୍ରଙ୍କ ଜରିଆରେ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିକୁ ୧୦ ହଜାର ଟଙ୍କାର ଚେକ ପ୍ରଦାନ କରିଥିଲେ।

ରିପୋର୍ଟ : ଅନୀଲ କୁମାର ମହାରଣା

LEAVE A REPLY

Please enter your comment!
Please enter your name here