ରାଜ୍ୟରେ ଆଉ ୬୫ କରୋନା ଆକ୍ରାନ୍ତ ଚିହ୍ନଟ

0
291

 

ଭୂବନେଶ୍ୱର,୧୬/୦୫/୨୦୨୦(ବ୍ୟୁରୋ ରିପୋର୍ଟ)ରାଜ୍ୟରେ ଆଉ ୬୫ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।ଏହାସହ ଓଡିଶାରେ ଆକ୍ରାନ୍ତଙ୍କ ସଂଖ୍ୟା ୭୩୭କୁ ବୃଦ୍ଧି ପାଇଛି। ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ଯାଜପୁର – ୩୧, ଗଞ୍ଜାମ – ୧୩, କଟକ – ୬, କେନ୍ଦ୍ରାପଡା – ୪, ପୁରୀ – ୪, ଖୋର୍ଦ୍ଧା – ୩, ମୟୂରଭଞ୍ଜ – ୨, ନୟାଗଡ – ୨ ଜଣ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି।
ଉଲ୍ଲେଖ ଯୋଗ୍ୟଯେ ରାଜ୍ୟରେ ୭୩୭ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସେମାନଙ୍କ ମଧ୍ୟରୁ ଜଣ ୧୬୬ ସୁସ୍ଥ ହୋଇଛନ୍ତି ଓ ୩ ଜଣଙ୍କର ମୃତ୍ୟୁ ହୋଇଛି। ଓଡ଼ିଶାରେ ଏବେ ୫୬୮ ଆକ୍ଟିଭ କେସ ରହିଛି।

LEAVE A REPLY

Please enter your comment!
Please enter your name here