ରାଜ୍ୟରେ ସୁସ୍ଥ ହେଲେ ଆଉ ୯୯ କରୋନା ଆକ୍ରାନ୍ତ ଭୁବନେଶ୍ୱର,୨୫/୦୫/୨୦୨୦(ବ୍ୟୁରୋ ରିପୋର୍ଟ) ରାଜ୍ୟରେ ଆଉ ୯୯କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଏହାସହ ଓଡ଼ିଶାରେ ସୁସ୍ଥ ଆକ୍ରାନ୍ତଙ୍କ ସଂଖ୍ୟା ୬୪୯କୁ ବୃଦ୍ଧି ପାଇଛି । ସୁସ୍ଥ ହୋଇଥିବା ୯୯ ଆକ୍ରାନ୍ତଙ୍କ ମଧ୍ୟରେ ବାଲେଶ୍ୱରର ସର୍ବାଧିକ ୩୪ଜଣ, ଗଞ୍ଜାମର ୧୫, ଯାଜପୁର ଓ କେନ୍ଦ୍ରାପଡ଼ାର ୧୩, ପୁରୀର ୧୦, ଭଦ୍ରକର ୯, ନୟାଗଡ଼ର ୩ଜଣ, ସୁନ୍ଦରଗଡ଼ ଓ ଦେବଗଡ଼ର ଜଣେ ଲେଖାଏଁ ସୁସ୍ଥ ହୋଇଛନ୍ତି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି । ଉଲ୍ଲେଖଯୋଗ୍ୟ ଯେ ରାଜ୍ୟରେ ୧୪୩୮ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୬୪୯ଜଣ ସୁସ୍ଥ ହୋଇଛନ୍ତି ଓ ୭ଜଣଙ୍କର ମୃତ୍ୟୁ ହୋଇଛି । ଏବେ ରାଜ୍ୟରେ ୭୮୨ ଆକ୍ଟିଭ କେସ୍ ରହିଛି ।

0
298

ରାଜ୍ୟରେ ସୁସ୍ଥ ହେଲେ ଆଉ ୯୯ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୨୫/୦୫/୨୦୨୦(ବ୍ୟୁରୋ ରିପୋର୍ଟ) ରାଜ୍ୟରେ ଆଉ ୯୯କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଏହାସହ ଓଡ଼ିଶାରେ ସୁସ୍ଥ ଆକ୍ରାନ୍ତଙ୍କ ସଂଖ୍ୟା ୬୪୯କୁ ବୃଦ୍ଧି ପାଇଛି । ସୁସ୍ଥ ହୋଇଥିବା ୯୯ ଆକ୍ରାନ୍ତଙ୍କ ମଧ୍ୟରେ ବାଲେଶ୍ୱରର ସର୍ବାଧିକ ୩୪ଜଣ, ଗଞ୍ଜାମର ୧୫, ଯାଜପୁର ଓ କେନ୍ଦ୍ରାପଡ଼ାର ୧୩, ପୁରୀର ୧୦, ଭଦ୍ରକର ୯, ନୟାଗଡ଼ର ୩ଜଣ, ସୁନ୍ଦରଗଡ଼ ଓ ଦେବଗଡ଼ର ଜଣେ ଲେଖାଏଁ ସୁସ୍ଥ ହୋଇଛନ୍ତି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି ।
ଉଲ୍ଲେଖଯୋଗ୍ୟ ଯେ ରାଜ୍ୟରେ ୧୪୩୮ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୬୪୯ଜଣ ସୁସ୍ଥ ହୋଇଛନ୍ତି ଓ ୭ଜଣଙ୍କର ମୃତ୍ୟୁ ହୋଇଛି । ଏବେ ରାଜ୍ୟରେ ୭୮୨ ଆକ୍ଟିଭ କେସ୍ ରହିଛି ।

LEAVE A REPLY

Please enter your comment!
Please enter your name here