କଲେଜ ଅଧ୍ୟକ୍ଷାଙ୍କ ଦେହାନ୍ତ, ବୈଠକ ଚାଲିଥିବା ବେଳେ ହଠାତ ଅସୁସ୍ଥ ହୋଇପଡ଼ିଥିଲେ

0
338

 

ପାରଳାଖେମୁଣ୍ଡି, ୦୩/୦୬/୨୦୨୦(ପ୍ରଭାତ କୁମାର ପାତ୍ର)- ଶ୍ରୀ କୃଷ୍ଣଚନ୍ଦ୍ର ଗଜପତି ମହାରାଜା ମହାବିଦ୍ୟାଳୟର ଅଧ୍ୟକ୍ଷା ଗାୟତ୍ରୀ ଦେବୀଙ୍କ ଦେହାନ୍ତ । ଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ଭିଡଓ କନଫରେନ୍ସରେ ବୈଠକ ଚାଲିଥିବା ବେଳେ ହଠାତ ଅସୁସ୍ଥ ହୋଇପଡ଼ିଥିଲେ ଗାୟତ୍ରୀ ଦେବୀ । ତୁରନ୍ତ ତାଙ୍କୁ ପାରଳାଖେମୁଣ୍ଡି ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ନିଆଯାଇଥିଲା । ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଛନ୍ତି ।

LEAVE A REPLY

Please enter your comment!
Please enter your name here