ମୃତକଙ୍କ ପରିବାରକୁ ଆର୍ଥିକ ସହାୟତା ପ୍ରଦାନ କଲେ ପୋଲସରା ବିଧାୟକ ଶ୍ରୀକାନ୍ତ ସାହୁ

0
130

ଗଞ୍ଜାମ,୩୦/୦୬/୨୦୨୦ ( ଟୁକୁନା ପ୍ରଧାନ) ଗଞ୍ଜାମ ଜିଲ୍ଲା ବୁଗୁଡା ଏନଏସି ଅନ୍ତର୍ଗତ ଗୋଲାମୁଣ୍ଡୁଳା ଗ୍ରାମର ଗୀତାଞ୍ଜଳି ଡାକୁଆ ବୟସ ୪୨ ବିଦ୍ୟୁତ ଆଘାତ ରେ ମୃତ୍ୟୁ ବରଣ କରିଛନ୍ତି । ପୋଲସରା ବିଧାୟକ ଶ୍ରୀକାନ୍ତ ସାହୁ ଘରକୁ ଯାଇ ଶୋକ ସନ୍ତପ୍ତ ପରିବାରକୁ ଭେଟି ସମବେଦନା ଜଣାଇବା ସହ ଆର୍ଥିକ ସହାୟତା ପ୍ରଦାନ କରିଛନ୍ତି ।

LEAVE A REPLY

Please enter your comment!
Please enter your name here