କରୋନା ମୃତକଙ୍କ ପିଲା ଙ୍କୁ ମାଗଣାରେ ପାଠ ପଢାଇବ କିଟ୍

0
462

 

ଭୂବନେଶ୍ୱର,୨୬/୦୭/୨୦୨୦(ବ୍ୟୁରୋ ରିପୋର୍ଟ) ଓଡିଶାରେ କାରୋନାରେ ମୃତ୍ୟୁ ଘଟିଥିବା ବ୍ୟକ୍ତିଙ୍କ ପରିବାର କୌଣସି ପୁଅ ବା ଝିଅ କିଟରେ ବୈଷୟିକ ଉଚ୍ଚ ଶିକ୍ଷା ପାଇଁ ଯଦି ଆଗ୍ରହୀ ଥାନ୍ତି, ତେବେ ସେମାନଙ୍କ ନାମଲେଖା ଯୋଗ୍ୟତା ଅନୁସାରେ ସେମାନଙ୍କୁ କିଟ ବିଶ୍ଵବିଦ୍ୟାଳୟରେ ଯେ କୌଣସି ବୈଷୟିକ (ଟେକନିକାଲ) ଓ ବୃତ୍ତିଗତ (ପ୍ରୋଫେସନାଲ) ପାଠ୍ୟକ୍ରମରେ ସଂପୂର୍ଣ୍ଣ ମାଗଣାରେ ପଢିବାର ସୁଯୋଗ ଦିଆଯିବ । ୨୦୨୦-୨୧ ଓ ୨୦୨୧-୨୨ ମସିହା ପାଇଁ ଏହି ସୁବିଧା ଉପଲବ୍ଧ ରହିବ । ଏନେଇ ଆଜି କିଟ୍ ପ୍ରତିଷ୍ଠାତା ଅଚ୍ୟୁତ ସାମନ୍ତ ଆଜି ଘୋଷଣା କରି କହିଛନ୍ତି ।

LEAVE A REPLY

Please enter your comment!
Please enter your name here