କରୋନା ରେ ମୃତ୍ୟ ହୋଇଥିବା ୨ ସାମ୍ବାଦିକଙ୍କ ପରିବାରକୁ ୧୫ ଲକ୍ଷ ଟଙ୍କା ଲେଖାଏଁ ସହାୟତା ପ୍ରଦାନ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । କୋଭିଡରେ ମୃତ୍ୟୁ ହେଲେ ୧୫ ଲକ୍ଷର ସହାୟତା ଘୋଷଣା କରିଥିଲେ ସରକାର ।

0
164

 

ଭୂବନେଶ୍ୱର,୩୦/୦୭/୨୦୨୦(ବ୍ୟୁରୋ ରିପୋର୍ଟ)କୋରୋନାରେ ମୃତ୍ୟ ହୋଇଥିବା ୨ ସାମ୍ବାଦିକଙ୍କ ପରିବାରକୁ ୧୫ ଲକ୍ଷ ଟଙ୍କା ଲେଖାଏଁ ସହାୟତା ପ୍ରଦାନ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । କୋଭିଡରେ ମୃତ୍ୟୁ ହେଲେ ୧୫ ଲକ୍ଷର ସହାୟତା ଘୋଷଣା କରିଥିଲେ ସରକାର ।କରୋନାରେ ମୃତ ୨ ଜଣ ସାମ୍ବାଦିକଙ୍କୁ ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ, ପରିବାରକୁ ମିଳିବ ୧୫ଲକ୍ଷ ଟଙ୍କା।
କରୋନାରେ ମୃତ ୨ ଜଣ ସାମ୍ବାଦିକଙ୍କୁ ସହାୟତା ଘୋଷଣା । ମୃତ ସାମ୍ବାଦିକଙ୍କ ପରିବାରକୁ ମିଳିବ ୧୫ଲକ୍ଷ ଟଙ୍କା । ଏ ନେଇ ମୁଖ୍ୟମନ୍ତ୍ରୀ ଘୋଷଣା କରିଥିବା ରାଜ୍ୟ ସରକାରଙ୍କ ମିଡିଆ ପରାମର୍ଶଦାତା ମାନସ ମଙ୍ଗରାଜ ଟ୍ଵିଟ୍‌ କରି ସୂଚନା ଦେଇଛନ୍ତି । କରୋନାର ରାଜ୍ୟରେ ଦୁଇ ଜଣ ହେଲେ ଗଞ୍ଜାମ ଜିଲ୍ଲା ହିଞ୍ଜିଳିକାଟୁ ର ସାମ୍ବାଦିକ ପ୍ରିୟଦର୍ଶୀ ପଟ୍ଟନାୟକ ଏବଂ ଗଜପତି ଜିଲ୍ଲାର କେ.ସିଏଚ ରତ୍ନମଙ୍କ ମୃତ୍ୟୁ ହୋଇଛି ।

LEAVE A REPLY

Please enter your comment!
Please enter your name here