ଅଜଣା ବ୍ୟକ୍ତିଙ୍କ କ୍ଷତାକ୍ତ ମୃତଦେହ ଉଦ୍ଧାର, ହତ୍ୟା ସନ୍ଦେହ

0
168

 

ବ୍ରହ୍ମପୁର,୧୫/୦୮/୨୦୨୦(ବ୍ୟୁରୋ ରିପୋର୍ଟ) ଗୋଳନ୍ଥରା ଥାନା ଅଧିୀନ ସୋନପୁର ବେଳାଭୂମୀ ରେ ଏକ ଅଜଣା ବ୍ୟକ୍ତିଙ୍କ କ୍ଷତାକ୍ତ ମୃତଦେହ ଦେଖିବାକୁ ମିଳିଥିଲା । ମୃତକଙ୍କ ପରିଚୟ ମିଳିପାରିନାହିଁ ।ଖବର ପାଇ ଘଟଣାସ୍ଥଳରେ ଗୋଳନ୍ଥରା ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି ।

ସୂଚନାଯୋଗ୍ୟ ଯେ, ଗଞ୍ଜାମ ଜିଲ୍ଲା ଗୋଳନ୍ଥରା ଥାନା ଅଧୀନ ସୋନପୁର ବେଳାଭୂମୀରୁ ଅଜଣା ବ୍ୟକ୍ତିଙ୍କ କ୍ଷତାକ୍ତ ମୃତଦେହ ଉଦ୍ଧାର ହୋଇଛି । ଯୁବକଙ୍କ ଶରୀରର ବିଭିନ୍ନ ସ୍ଥାନରେ କ୍ଷତ ଚିହ୍ନ ରହିଛି । ଘଟଣାସ୍ଥଳରେ ଗୋଳନ୍ଥରା ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି ।

ତେବେ କେଉଁ ପରିସ୍ଥିତିରେ ଯୁବକଙ୍କ ମୃତ୍ୟୁ ହୋଇଛି ଏବଂ ତାହା କିଭଳି ସମୁଦ୍ର ତଟରେ ପଡିଲା ତାହାର ତଦନ୍ତ କରୁଛି ପୋଲିସ । ତେବେ ଯୁବକଙ୍କୁ ହତ୍ୟା କରାଯାଇଥିବା ସନ୍ଦେହ କରାଯାଉଛି ।

LEAVE A REPLY

Please enter your comment!
Please enter your name here