ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ବାଲୁଗାଁର ଅବସରପ୍ରାପ୍ତ ରେଞ୍ଜର ଅଭୟ ଜେନାଙ୍କ ଘରେ ଭିଜିଲାନ୍ସ ଚଢ଼ଉ

0
199

 

ବାଲୁଗାଁ,୧୮/୦୮/୨୦୨୦(ବ୍ୟୁରୋ ରିପୋର୍ଟ)ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ବାଲୁଗାଁର ଅବସରପ୍ରାପ୍ତ ରେଞ୍ଜରଙ୍କ ଘରେ ଚଢ଼ାଉ କରିଛି ଭିଜିଲାନ୍ସ । କଟକ ମହୁମାଛି ଗଳିରେ ଥିବା ଘର ସମେତ ୫ଟି ସ୍ଥାନରେ ଚଢ଼ାଉ ହୋଇଛି।ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ବାଲୁଗାଁର ଅବସରପ୍ରାପ୍ତ ରେଞ୍ଜର ଅଭୟ ଜେନାଙ୍କ ଘରେ ଭିଜିଲାନ୍ସ ଚଢ଼ଉ ହୋଇଥିବା ସୁଚନା ମିଳିଛି।
ଭୁବନେଶ୍ବର ନ୍ୟୁ ଫରେଷ୍ଟ ପାର୍କରେ ଥିବା ୩ ମହଲା ଘରେ ରେଡ୍‌ କରିଛି ଭିଜିଲାନ୍ସ । ସେଥିରେ ସାମିଲ ରହିଛି ଭୀମପୁର ମୌଜା, ବାରଙ୍ଗ ଦଧିପାଟଣାରେ ଥିବା ଘର ।
ଏହା ବ୍ୟତୀତ ପାଟକୁରା ବଙ୍ଗାଲପୁରରେ ପୈତୃକ ସମ୍ପତ୍ତି ଓ ଶ୍ବଶୁର ଘରେ ଚଢଉ କରିଛି ଭିଜିଲାନ୍ସ ବିଭାଗ।

LEAVE A REPLY

Please enter your comment!
Please enter your name here