ଢଉମାଳ ଠାରେ ଜଳ ଯୋଗାଣ ପ୍ରକଳ୍ପ ର ଭିତ୍ତି ପ୍ରସ୍ତର ସ୍ଥାପନ

0
179

ବ୍ରହ୍ମପୁର,୦୬/୦୯/୨୦୨୦ ( ଟୁକୁନା ପ୍ରଧାନ)-: ଆଜି ଗଞ୍ଜାମ ଜିଲ୍ଲା ପୋଲସରା ବ୍ଲକ ଅନ୍ତର୍ଗତ ଢ଼ଉମାଳ ଗ୍ରାମ ଠାରେ ଗ୍ରାମ୍ୟ ପାଇପ ଜଳ ଯୋଗାଣ ପ୍ରକଳ୍ପକୁ ପୋଲସରା ବିଧାୟକ ଶ୍ରୀକାନ୍ତ ସାହୁଙ୍କ କରକମଳରେ ଭିତ୍ତି ପ୍ରସ୍ତର ସ୍ଥାପନ ହୋଇଯାଇଛି । ଏଥିରେ ସ୍ଥାନୀୟ ସରପଞ୍ଚ, ଗ୍ରାମ୍ୟ ଜଳଯୋଗାଣ ପ୍ରକଳ୍ପ କନିଷ୍ଠ ଯନ୍ତ୍ରୀ, ଏସ୍ ଡି ଓ ,ଅନ୍ୟାନ୍ୟ ବିଭାଗୀୟ ଅଧିକାରୀ ବହୁ ମାନ୍ୟଗଣ୍ୟ ବ୍ୟକ୍ତିବିଶେଷ ଏବଂ ଗ୍ରାମବାସି ମାନେ ପ୍ରମୁଖ ଉପସ୍ଥିତ ଥିଲେ ।

LEAVE A REPLY

Please enter your comment!
Please enter your name here