ଆସ୍କା ବି ଜେ ଡି କାର୍ଯ୍ୟାଳୟ ଉଦଘାଟିତ, ବହୁ ବିଜେଡି କର୍ମୀ ଏବଂ ନେତା ଙ୍କ ସମାଗମ

0
166

ଆସିକା,୧୭/୦୯/୨୦୨୦(ଟୁକୁନା ପ୍ରଧାନ)-: ଆଜି ଗଞ୍ଜାମ ଜିଲ୍ଲା ଆସ୍କା ନିର୍ବାଚନ ମଣ୍ଡଳୀ ବିଜୁ ଜନତା ଦଳ କାର୍ଯ୍ୟାଳୟ ର ଉଦଘାଟନୀ ଉତ୍ସବ ଅନୁଷ୍ଠିତ ହୋଇଯାଇଛି । ଏଥିରେ ମୁଖ୍ୟ ଅତିଥି ଭାବେ ପୋଲସରା ବିଧାୟକ ଶ୍ରୀକାନ୍ତ ସାହୁ ଯୋଗଦେଇ କାର୍ଯ୍ୟାଳୟ କୁ ଉଦଘାଟନ କରିଛନ୍ତି । ସମ୍ମାନିତ ଅତିଥି ଭାବେ ଆସ୍କା ବିଧାୟିକା ମଞ୍ଜୁଳା ସ୍ଵାଇଁ, ବି ଜେ ଡି ନେତା ସୁବାଷ ଚନ୍ଦ୍ର ମହାରଣା, ଆସ୍କା ପଞ୍ଚାୟତ ସମିତି ଅଧ୍ୟକ୍ଷ ଓ ବହୁ ମାନ୍ୟଗଣ୍ୟ ବ୍ୟକ୍ତିବିଶେଷ ଏବଂ ଆସ୍କା ନିର୍ବାଚନ ମଣ୍ଡଳୀ ବିଜୁ ଜନତା ଦଳର କର୍ମକର୍ତ୍ତା ମାନେ ଉପସ୍ଥିତ ଥିଲେ ।

LEAVE A REPLY

Please enter your comment!
Please enter your name here