ପୂର୍ବତନ ମନ୍ତ୍ରୀ ତଥା ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀ ବିଜେଡି ଦଳ ରୁ ବହିଷ୍କୃତ

0
149

ଭୂବନେଶ୍ୱର,୨୯/୧୧/୨୦୨୦(ବ୍ୟୁରୋ ରିପୋର୍ଟ) ଗୋପାଳପୁର ବିଧାୟକ ପ୍ରଦିପ କୁମାର ପାଣିଗ୍ରାହୀ ବିଜେଡି ଦଳର ପ୍ରାଥମିକ ପଦ ରୁ ନିଲମ୍ବିତ।ବିଜେଡି ଦଳ ପକ୍ଷରୁ ରବିବାର ରେ ଜାରୀ ଏକ ପ୍ରେସ ବିଜ୍ଞପ୍ତିରେ ପ୍ରଦୀପଙ୍କୁ ପ୍ରାଥମିକ ସଦସ୍ୟ ପଦରୁ ବହିଷ୍କୃତ କରାଯାଇଥିବା ସୂଚନା ଦିଆଯାଇଛି । ବିଭିନ୍ନ ଲୋକ ବିରୋଧୀ କାର୍ଯ୍ୟକଳାପ ପାଇଁ ଦଳ ଏହି ନିଷ୍ପତ୍ତି ନେଇଛି ।ବିଜେଡି ଦଳ ସଭାପତି ତଥା ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶକ୍ରମେ ଏହି କାର୍ଯ୍ୟାନୁଷ୍ଠାନ ନିଆଯାଇଥିବା ଏଥି ରେ ଦର୍ଶାଯାଇଛି।

LEAVE A REPLY

Please enter your comment!
Please enter your name here