ଓଡ଼ିଆ ସଙ୍ଗୀତ ନିର୍ଦ୍ଦେଶକ ଶାନ୍ତନୁ ମହାପାତ୍ରଙ୍କ ପରଲୋକ

0
223

ଭୂବନେଶ୍ୱର,୩୦/୧୨/୨୦୨୦(ବ୍ୟୁରୋ ରିପୋର୍ଟ) ବିଶିଷ୍ଟ ଓଡ଼ିଆ ସଙ୍ଗୀତ ନିର୍ଦ୍ଦେଶକ ଶାନ୍ତନୁ ମହାପାତ୍ରଙ୍କ ପରଲୋକ ହୋଇଛି। ରାତି ୧୨ଟା ୩୦ରେ ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ସେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି। ମୃତ୍ୟୁ ବେଳକୁ ତାଙ୍କୁ ୮୨ ବର୍ଷ ବୟସ ହୋଇଥିଲା।ଶାନ୍ତନୁଙ୍କ ପରଲୋକ ନେଇ ପୁଅ କୌଶିକ ମହାପାତ୍ର ସୂଚନା ଦେଇଛନ୍ତି। ନିମୋନିଆରେ ପୀଡ଼ିତ ହୋଇ ସେ ଚିକିତ୍ସାଧୀନ ଥିଲେ।

LEAVE A REPLY

Please enter your comment!
Please enter your name here