ପୁଣି ୨୪ ଘଣ୍ଟାରେ ରାଜ୍ୟରେ ୮୬୮୧ କରୋନା ସଂକ୍ରମିତ ଚିହ୍ନଟ

0
242

ଭୁବନେଶ୍ୱର,୩୦/୦୪/୨୦୨୧: ରାଜ୍ୟରେ କରୋନା ସଂକ୍ରମଣ କ୍ରମାଗତ ଭାବେ ବଢି ଚାଲିଥିବାବେଳେ ଶୁକ୍ରବାର ମଧ୍ୟ ରେକର୍ଡ ସଂଖ୍ୟକ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ତେବେ ଗୁରୁବାର ସଂଖ୍ୟାରେ ସାମାନ୍ୟ ହ୍ରାସ ପାଇଥିବା ବେଳେ ଶୁକ୍ରବାର ପୁଣି ଏହା ବୃଦ୍ଧି ପାଇଛି। ଗତ ୨୪ ଘଣ୍ଟାରେ ରାଜ୍ୟରେ ୮୬୮୧ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଗତକାଲି ବିଳମ୍ବିତ ରାତିରେ ଏ ନେଇ ରାଜ୍ୟ ସରକାରଙ୍କ ପକ୍ଷରୁ ଏକ ତାଲିକା ପ୍ରକାଶ କରାଯାଇଛି। ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧୪୦୮ ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ସେହିଭଳି ସୁନ୍ଦରଗଡ଼ରୁ ୭୪୫, କଟକରୁ ୫୭୦, ପୁରୀରୁ ୫୧୪, ବଲାଙ୍ଗିରରୁ ୪୫୯, ବରଗଡ଼ରୁ ୪୨୩, ଅନୁଗୁଳରୁ ୪୧୯, ଝାରସୁଗୁଡ଼ାରୁ ୪୧୧, ସମ୍ବଲପୁରରୁ ୪୧୦, ନବରଙ୍ଗପୁରରୁ ୩୬୮, ଯାଜପୁରରୁ ୩୨୧, ନୂଆପଡ଼ାରୁ ୩୦୪, ମୟୂରଭଞ୍ଜରୁ ୨୨୦, ଗଞ୍ଜାମରୁ ୧୯୮, କଳାହାଣ୍ଡିରୁ ୧୯୫, ନୟାଗଡ଼ରୁ ୧୬୦, ବାଲେଶ୍ୱରରୁ ୧୫୫, ରାୟଗଡ଼ାରୁ ୧୫୧, କେନ୍ଦୁଝରରୁ ୧୪୮, ଗଜପତିରୁ ୧୨୫, କୋରାପୁଟରୁ ୧୧୩, ଭଦ୍ରକରୁ ୧୦୩, ଦେବଗଡ଼ରୁ ୧୦୨, ସୁବର୍ଣ୍ଣପୁରରୁ ୯୮, କେନ୍ଦ୍ରାପଡ଼ାରୁ ୮୫, ବୌଦ୍ଧରୁ ୫୭, କନ୍ଧମାଳ- ୫୪, ମାଲକାନଗିରିରୁ ୩୪, ଢେଙ୍କାନାଳରୁ ୩୩, ଜଗତସିଂହପୁରରୁ ୨୧ ଏବଂ ଷ୍ଟେଟ୍ ପୁଲରୁ ୨୭୭ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେହିଭଳି ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୪ ଲକ୍ଷ ୪୪ ହଜାର ୧୯୪କୁ ବୃଦ୍ଧି ପାଇଛି।
ଅନ୍ୟପଟେ ଗତ ୨୪ ଘଣ୍ଟାରେ ରାଜ୍ୟରେ ୪ ହଜାର ୬୫୯ କରୋନା ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫରିଛନ୍ତି। ସେଥିମଧ୍ୟରୁ କେବଳ ଖୋର୍ଦ୍ଧାରୁ ୮୧୯, ସୁନ୍ଦରଗଡ଼ରୁ ୬୭୩, ନୁଆପଡାରୁ ୪୨୬, ଝାରସୁଗୁଡାରୁ ୩୦୩, ବୋଲାଙ୍ଗୀରରୁ ୨୨୯, ପୁରୀରୁ ୨୨୪, ବରଗଡ଼ରୁ ୧୯୪, ସମ୍ବଲପୁରରୁ ୧୮୨, କଟକରୁ ୧୭୦, କାଲାହାଣ୍ଡିରୁ ୧୬୬, ଗଞ୍ଜାମରୁ ୧୫୪, ବାଲେଶ୍ୱରରୁ ୧୨୩, ରାୟାଗଡାରୁ ୧୦୪, ମୟୂରଭଞ୍ଜରୁ ୭୭, ନୟାଗଡ଼ରୁ ୬୯, ଯାଜାପୁରରୁ ୬୪, ଭଦ୍ରକରୁ ୬୩, କେନ୍ଦ୍ରାପଡାରୁ ୫୮, ସୋନପୁରରୁ ୫୫, କେନ୍ଦୁଝରରୁ ୫୩, କୋରାପୁଟରୁ ୫୩, ଅନୁଗୁଳରୁ ୪୮, ଜଗତସିଂହପୁରରୁ ୪୫, ଗଜପତିରୁ ୪୧, ଦେଓଗଡ଼ରୁ ୩୬, ଢ଼େଙ୍କାନାଳରୁ ୩୩, କନ୍ଧମାଳରୁ ୧୮, ମାଲକାନଗିରିରୁ ୧୫, ନବରଙ୍ଗପୁରରୁ ୧୩, ବୌଦ୍ଧରୁ ୧୧ ଓ ଷ୍ଟେଟ ପୁଲରୁ ୧୬୦ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ରାଜ୍ୟରେ ଏବେ ସୁଦ୍ଧା ମୋଟ ସୁସ୍ଥଙ୍କ ସଂଖ୍ୟା ୩ ଲକ୍ଷ ୮୦ ହଜାର ୪୦୦ ଜଣ ସୁସ୍ଥ ହୋଇଛନ୍ତି।

*DISTRICT WISE POSITIVE CASES 29-04-2021*

1. Angul: 419
2. Balasore: 155
3. Bargarh: 423
4. Bhadrak: 103
5. Balangir: 459
6. Boudh: 57
7. Cuttack: 570
8. Deogarh: 102
9. Dhenkanal: 33
10. Gajapati: 125
11. Ganjam: 198
12. Jagatsinghpur: 21
13. Jajpur: 321
14. Jharsuguda: 411
15. Kalahandi: 195
16. Kandhamal: 54
17. Kendrapada: 85
18. Keonjhar: 148
19. Khurda: 1408
20. Koraput: 113
21. Malkangiri: 34
22. Mayurbhanj: 220
23. Nawarangpur: 368
24. Nayagarh: 160
25. Nuapada: 304
26. Puri: 514
27. Rayagada: 151
28. Sambalpur: 410
29. Sonepur: 98
30. Sundargarh: 745
31. State Pool: 277

*Total: 8681*

LEAVE A REPLY

Please enter your comment!
Please enter your name here