ଶହୀଦ ରାଣାପ୍ରତାପ ଦାସଙ୍କ ମରଶରୀର ରେ ପୁଷ୍ପ ପ୍ରଦାନ ପୂର୍ବକ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଲେ ମୂଖ୍ୟମନ୍ତ୍ରୀ

0
266

ଭୁବନେଶ୍ୱର,୧୧/୧୨/୨୦୨୧:
କୁନୁର ହେଲିକପ୍ଟର ଦୁର୍ଘଟଣା ରେ ଶହୀଦ ହୋଇଥିବା ଓଡ଼ିଆ ଯୁବକ ରାଣାପ୍ରତାପ ଦାସଙ୍କ ପାର୍ଥିବ ଶରୀର ଆଜି ଭୁବନେଶ୍ୱର ରେ ପହଞ୍ଚିଛି ।ମୁଖ୍ୟମନ୍ତ୍ରୀ ଶ୍ରୀ ନଵୀନ ପଟ୍ଟନାୟକ ଭୁବନେଶ୍ୱର ବିମାନ ବନ୍ଦର କୁ ଯାଇ ଶହୀଦ ରାଣାପ୍ରତାପ ଦାସଙ୍କ ମରଶରୀର ରେ ପୁଷ୍ପ ପ୍ରଦାନ ପୂର୍ବକ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ । ଶହୀଦ ରାଣାପ୍ରତାପ ଦାସଙ୍କ ଉତ୍ସର୍ଗୀକୃତ ସେବା ଓ ଦେଶଭକ୍ତି ର ମୁଖ୍ୟମନ୍ତ୍ରୀ ଉଚ୍ଚ ପ୍ରଶଂସା କରିବା ସହ ଶୋକସନ୍ତପ୍ତ ପରିବାର ବର୍ଗଙ୍କୁ ଗଭୀର ସମବେଦନା ଜଣାଇଛନ୍ତି।

LEAVE A REPLY

Please enter your comment!
Please enter your name here