କୋଦଳା ପୋଲିସ ପକ୍ଷରୁ ଫ୍ଳାଗ୍ ମାର୍ଚ୍ଚ

0
251

ବ୍ରହ୍ମପୁର,୧୬/୦୧/୨୦୨୨ (ଟୁକୁନା ପ୍ରଧାନ)-: ଗଞ୍ଜାମ ଜିଲ୍ଲା କୋଦଳା ଥାନା ପକ୍ଷରୁ କୋଦଳା ଏନ୍ ଏ ସି, ବେଗୁନିଆପଡ଼ା ଫାଣ୍ଡି ଅଞ୍ଚଳ ଏବଂ ସୁମଣ୍ଡଳ ପଞ୍ଚାୟତ ଅଞ୍ଚଳରେ ଶନିବାର ସନ୍ଧ୍ୟାରେ ପୋଲିସ ପକ୍ଷରୁ ଫ୍ଳାଗ୍ ମାର୍ଚ୍ଚ ଅନୁଷ୍ଠିତ ହୋଇଯାଇଛି । ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ଆଗରୁ ଏହି ଫ୍ଳାଗ୍ ମାର୍ଚ୍ଚ ଅନୁଷ୍ଠିତ ହୋଇଯାଇଛି । ଏଥିରେ ପୁରୁଷୋତ୍ତମପୁର ଏସଡ଼ିପିଓ ସୂର୍ଯ୍ୟମଣି ପ୍ରଧାନ, କବିସୂର୍ଯ୍ଯନଗର ଥାନା ଅଧିକାର ପ୍ରଭାତ କୁମାର ସାହୁ , ପୋଲସରା ଥାନା ଅଧିକାରୀ ଜିତେନ୍ଦ୍ର କୁମାର ମଲ୍ଲିକ, କୋଦଳା ଥାନା ଅଧିକାରୀ ଦେବାଶିଷ ମହାନ୍ତି, ବେଗୁନିଆପଡା ଫାଣ୍ଡି ଅଧିକାରୀ ସଂଗ୍ରାମ କୁମାର ଦେଉରୀ ସମେତ ଅନ୍ୟାନ୍ୟ ଅଧିକାରୀ ମାନେ ଅଂଶଗ୍ରହଣ କରିଥିଲେ ।

LEAVE A REPLY

Please enter your comment!
Please enter your name here