ଭାବରଡା ରେ ଜାତୀୟ ପଞ୍ଚାୟତରାଜ ଦିବସ ପାଳିତ

0
168

ବ୍ରହ୍ମପୁର,୨୫/୦୪/୨୦୨୨ (ଟୁକୁନା ପ୍ରଧାନ)-: ଗଞ୍ଜାମ ଜିଲ୍ଲା ପୋଲସରା ବ୍ଳକ ଅନ୍ତର୍ଗତ ଭାବରଡା ଗ୍ରାମପଞ୍ଚାୟତ କାର୍ଯ୍ୟାଳୟ ପରିସରରେ ଜାତୀୟ ପଞ୍ଚାୟତରାଜ ଦିବସ ପାଳିତ ହୋଇଯାଇଛି ।ଏଥିରେ ସରପଞ୍ଚ ପ୍ରଦ୍ୟୁମ୍ନ କୁମାର ବିଷୋୟୀ, ପଞ୍ଚାୟତ ନିର୍ବାହୀ ଅଧିକାରୀ ନିରଞ୍ଜନ ସେଠୀ,
, ଗ୍ରାମ ରୋଜଗାର ସେବକ ସୁର୍ଯ୍ୟନାରାୟଣ ପଟ୍ଟନାୟକ, ସାମାଜିକ କର୍ମୀ ଶଙ୍କରର୍ଷଣ ପ୍ରଧାନ, ଅଙ୍ଗନବାଡି କର୍ମୀ ଓ ଆଶା କର୍ମୀମାନଙ୍କ ସହିତ ପଞ୍ଚାୟତ ର ବହୁ ଜନସାଧାରଣ ଏବଂ ୱାର୍ଡ଼ ମେମ୍ବର ମାନେ ଉପସ୍ଥିତ ଥିଲେ । ଏଥିରେ ବିଭିନ୍ନ ଉନ୍ନୟନ ମୂଳକ ପ୍ରକଳ୍ପ କିଭଳି କାର୍ଯ୍ୟକ୍ଷମ ହୋଇପାରିବ ସେ ନେଇ ଆଲୋଚନା ହୋଇଥିଲା ।

LEAVE A REPLY

Please enter your comment!
Please enter your name here