ଜୁନ୍ ୨୧ରୁ ଖୋଲିବ ରାଜ୍ୟର ସମସ୍ତ ସରକାରୀ ଓ ବେସରକାରୀ ଅନୁଦାନପ୍ରାପ୍ତ ବିଦ୍ୟାଳୟ

0
214

ଭୁବନେଶ୍ୱର, ୧୬/୦୬/୨୦୨୩:
ରାଜ୍ୟର ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ଅଧୀନରେ ଥିବା ସମସ୍ତ ବିଦ୍ୟାଳୟଗୁଡ଼ିକ ଗ୍ରୀଷ୍ମଛୁଟି ପରେ ଜୁନ୍ ୨୧ ତାରିଖରେ ଖୋଲିବା ନିମନ୍ତେ ରାଜ୍ୟ ସରକାର ନିର୍ଦ୍ଦେଶନାମା ଜାରି କରିଅଛନ୍ତି ।

LEAVE A REPLY

Please enter your comment!
Please enter your name here