ଦୁଇଦିନିଆ ଓଡିଶା ଗସ୍ତରେ କେନ୍ଦ୍ର ଗୃହ ମନ୍ତ୍ରୀ ଶ୍ରୀ ଅମିତ ଶାହ।ଆସନ୍ତାକାଲି ରାତିରେ ଭୁବନେଶ୍ୱର ପହଞ୍ଚିବେ ଶ୍ରୀ ଶାହ।ଶନିବାର ଦିନ ସକାଳେ ବିଭିନ୍ନ ସରକାରୀ କାର୍ଯ୍ୟକ୍ରମରେ ଯୋଗ ଦେବେ

0
168

ଭୁବନେଶ୍ୱର,୦୩/୦୮/୨୦୨୩: ଆସନ୍ତାକାଲି ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି କେନ୍ଦ୍ର ଗୃହମନ୍ତ୍ରୀ ତଥା ପୂର୍ବତନ ରାଷ୍ଟ୍ରୀୟ ଅଧ୍ୟକ୍ଷ ଶ୍ରୀ ଅମିତ ଶାହ । ଶ୍ରୀ ଶାହ ଶୁକ୍ରବାର ରାତ୍ରିରେ ଦିଲ୍ଲୀରୁ ବିମାନ ଯୋଗେ ଆସି ଭୁବନେଶ୍ୱରରେ ପଂହଚିବେ । ଶନିବାର ଦିନ ସକାଳେ ଶ୍ରୀ ଶାହ ବିଭିନ୍ନ ସରକାରୀ କାର୍ଯ୍ୟକ୍ରମରେ ଯୋଗ ଦେବେ । ଏହା ପରେ ଶ୍ରୀ ଶାହ ଅପରାହ୍ନରେ ରାଜ୍ୟ କାର୍ଯ୍ୟାଳୟଠାରେ ଦଳୀୟ କାର୍ଯ୍ୟକର୍ତା ଓ ନେତୃବୃନ୍ଦଙ୍କ ସହ ଆଲୋଚନା କରିବେ । ଶ୍ରୀ ଶାହ ସନ୍ଧ୍ୟାରେ ଭୁବନେଶ୍ୱରରୁ ବିମାନ ଯୋଗେ ଦିଲ୍ଲୀ ପ୍ରତ୍ୟାବର୍ତନ କରିବେ ବୋଲି ରାଜ୍ୟ ସଭାପତି ମନମୋହନ ସାମଲ କହିଛନ୍ତି ।

LEAVE A REPLY

Please enter your comment!
Please enter your name here