ପ୍ରଧାନମନ୍ତ୍ରୀ ଙ୍କୁ ଅଭିନନ୍ଦନ ଜଣାଇଲେ ମୁଖ୍ୟମନ୍ତ୍ରୀ

0
153

ଭୁବନେଶ୍ବର,୦୪/୧୨/୨୦୨୩:

ମଧ୍ୟପ୍ରଦେଶ ଛତିଶଗଡ ଓ ରାଜସ୍ଥାନ ପାଇଁ ଅନୁଷ୍ଠିତ ବିଧାନସଭା ନିର୍ବାଚନ ରେ ବିଜେପି ର ବିଜୟ ପାଇଁ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟନାୟକ ଆଜି ସକାଳ ଟେଲିଫୋନ ଯୋଗେ କଥା ହୋଇ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦି ଙ୍କୁ ଅଭିନନ୍ଦନ ଜଣାଇଛନ୍ତି ।

LEAVE A REPLY

Please enter your comment!
Please enter your name here