ଦକ୍ଷିଣାଞ୍ଚଳ ସୂଚନା ଓ ଲୋକସମ୍ପର୍କ ବିଭାଗର ଉପ ନିର୍ଦ୍ଦେଶକ ଙ୍କ ଯୋଗଦାନ

0
60

ବ୍ରହ୍ମପୁର,୦୪/୦୩/୨୦୨୪: ଦକ୍ଷିଣାଞ୍ଚଳ ସୂଚନା ଓ ଲୋକସମ୍ପର୍କ ବିଭାଗର ଉପ ନିର୍ଦ୍ଦେଶକ ଶ୍ରୀ ଲଲାଟେନ୍ଦୁ ମହାପାତ୍ର ଆଜି ବ୍ରହ୍ମପୁର ଦକ୍ଷିଣାଞ୍ଚଳ ସୂଚନା ଓ ଲୋକସମ୍ପର୍କ କାର୍ଯ୍ୟାଳୟରେ ଯୋଗଦାନ କରି ଦାୟିତ୍ୱ ଗ୍ରହଣ କରିଛନ୍ତି l ପୂର୍ବରୁ ସେ ପୁରୀ,ଭୁବନେଶ୍ୱର,କଟକ ରେ ସୂଚନା ଓ ଲୋକସମ୍ପର୍କ ଅଧିକାରୀ ଭାବରେ ସୂଚାରୁ ରୂପେ କାର୍ଯ୍ୟ ସମ୍ପାଦନ କରିଆସିଛନ୍ତି l ରାଜ୍ୟ ସରକାର ଙ୍କ ନିର୍ଦ୍ଧେଶ କ୍ରମେ କଟକ ଜିଲ୍ଲା ରୁ ବ୍ରହ୍ମପୁର ଉପ ନିର୍ଦ୍ଦେଶକ ଭାବେ ବଦଳି ହୋଇ ଆସିଛନ୍ତି l ବ୍ରହ୍ମପୁର ଦକ୍ଷିଣାଞ୍ଚଳ ସୂଚନା ଓ ଲୋକସମ୍ପର୍କ ବିଭାଗର ସମସ୍ତ କର୍ମଚାରୀ , ବ୍ରହ୍ମପୁର ଉପଖଣ୍ଡ ସୂଚନା ଓ ଲୋକସମ୍ପର୍କ ଅଧିକାରୀ ରଶ୍ମିରାଣୀ ନିମାକା ,ବରିଷ୍ଠ ଅଧିକାରୀ ଲୋକନାଥ ଶତପଥୀ ପୁଷ୍ପଗୁଚ୍ଛ ଦେଇ ସ୍ବାଗତ କରିଥିଲେ l

LEAVE A REPLY

Please enter your comment!
Please enter your name here