ମା ଦକ୍ଷିଣ କାଳୀ କ୍ରିକେଟ ଟୁର୍ଣ୍ଣାମେଣ୍ଟ କୁ ଉଦଘାଟନ କଲେ ବିଧାୟକ

0
15

ପୋଲସରା ୧୬.୪.୨୪ ପୋଲସରା ବ୍ଲକ ଅନ୍ତର୍ଗତ ମାଳ ତେନ୍ତୁଳିଆ ଗ୍ରାମରେ ମଙ୍ଗଳ ବାର ଦିନ ମା ଦକ୍ଷିଣ କାଳୀ କ୍ରିକେଟ ଟୁର୍ଣ୍ଣାମେଣ୍ଟ ଉଦଘାଟିତ ହୋଇଯାଇଛି। ପୋଲସରା ବିଧାୟକ ଶ୍ରୀକାନ୍ତ ସାହୁ ମୁଖ୍ୟ ଅତିଥି ଭାବେ ଯୋଗଦେଇ କ୍ରିକେଟ ଟୁର୍ନାମେଣ୍ଟ କୁ ଉଦଘାଟନ କରିଥିଲେ। ଏହି ଟୁର୍ଣ୍ଣାମେଣ୍ଟରେ ୧୬ ରୁ ଉର୍ଦ୍ଧ କ୍ରିକେଟ ଟିମ ସାମିଲ ହୋଇଛନ୍ତି। ଉଦଘାଟନ କାର୍ଯ୍ୟକ୍ରମରେ ଜିଲ୍ଲା ପରିଷଦ ସଭ୍ୟ ଅଶୋକ କୁମାର ବିଷୋୟୀ ଓ ବିକ୍ରମ କୁମାର ନାୟକ, ବ୍ଲକ ଅଧକ୍ଷାଙ୍କ ପ୍ରତିନିଧି ରାଜେନ୍ଦ୍ର କୁମାର ପ୍ରଧାନ, ସରପଞ୍ଚ ଅସ୍ପତ ରାଉତଙ୍କ ସମେତ ବହୁ ଜନପ୍ରତିନିଧି, କ୍ରୀଡା ପ୍ରେମୀ ଓ ଖେଳାଳି ଉପସ୍ଥିତ ଥିଲେ |

LEAVE A REPLY

Please enter your comment!
Please enter your name here