୨୬ ତାରିଖ ରେ ପ୍ରକାଶ ପାଇବ +୨ ପରୀକ୍ଷା ଫଳ

0
33

ଭୂବନେଶ୍ୱର,୨୨/୦୫/୨୦୨୪:
ଆସନ୍ତା ୨୬ରେ ପ୍ରକାଶ ପାଇବ ଯୁକ୍ତ ଦୁଇ ପରୀକ୍ଷା ଫଳ ପ୍ରକାଶ ପାଇବ । ଚଳିତ ବର୍ଷ କଳା, ବିଜ୍ଞାନ, ବାଣିଜ୍ୟ ଏବଂ ଧନ୍ଦାମୂଳକ ପରୀକ୍ଷାର ଫଳାଫଳ ଘୋଷଣା କରାଯିବ । ଭୁବନେଶ୍ୱର ସ୍ଥିତ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ କାର୍ଯ୍ୟାଳୟ ପରିସରରେ ଫଳାଫଳ ପ୍ରକାଶ ପାଇବ । ଆଜି ଏନେଇ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ଏ ନେଇ ସୂଚନା ଜାରି ଦିଆଯାଇଛି ।ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ସୂଚନା ଅନୁସାରେ, www.orissaresult.nic.inରେ ନିଜ ଲେଜଲ୍ଟ ଚେକ୍ କରିପାରିବେ ଛାତ୍ରଛାତ୍ରୀ । ଏହାସହ ସେମାନଙ୍କର HS School e-space ଓ Digilockerରୁ ମଧ୍ୟ ପରୀକ୍ଷା ରେଜଲ୍ଟ ଜାଣିପାରିବେ ।

ଚଳିତ ବର୍ଷ ଫେବ୍ରୁଆରୀ ୧୬ରୁ ୨୦ ତାରିଖ ପର୍ଯ୍ୟନ୍ତ ଯୁକ୍ତ ଦୁଇ ପରୀକ୍ଷା ହୋଇଥିଲା । ଚଳିତ ଥର ୩ ଲକ୍ଷ ୮୬ ହଜାର ୨୫୦ ଛାତ୍ରଛାତ୍ରୀ ପରୀକ୍ଷା ଦେଇଥିବା ନେଇ ସୂଚନା ରହିଛି ।

LEAVE A REPLY

Please enter your comment!
Please enter your name here