ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ଟ୍ବିଟ ଜରିଆ ରେ ଜନ୍ମଦିନର ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

0
154

ଭୂବନେଶ୍ୱର,୧୭/୦୯/୨୦୨୦(ବ୍ୟୁରୋ ରିପୋର୍ଟ)ଆଜି ହେଉଛି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଜନ୍ମଦିନ। ଆଜି ସେ ୭୦ ବର୍ଷରେ ପଦାର୍ପଣ କରିଛନ୍ତି। ଏହି ଅବସରରେ ସୋଶାଲ୍ ମିଡିଆରେ ସାରା ଦେଶରୁ ତାଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଉଛନ୍ତି ଲୋକେ। ସେହିପରି ଓଡ଼ିଶାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଧ୍ୟ ଟ୍ୱିଟ୍ କରି ତାଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଛନ୍ତି।ଜନ୍ମଦିନର ଶୁଭେଚ୍ଛା ଜଣାଇବା ସହିତ ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ ପ୍ରଧାନମନ୍ତ୍ରୀଙ୍କ ଶରୀର ସୁସ୍ଥ ରହୁ ଓ ସେ ଦୀର୍ଘଜୀବୀ ହୁଅନ୍ତୁ ବୋଲି କାମନା କରିଛନ୍ତି।

LEAVE A REPLY

Please enter your comment!
Please enter your name here