ଭରଦ୍ଵାଜ ପ୍ରତିଷ୍ଠାନର ସ୍ବାସ୍ଥ୍ୟ ଶିବିର ଅନୁଷ୍ଠିତ

0
239

ବ୍ରହ୍ମପୁର, ୧୩/୦୯/୨୦୨୧: ସ୍ଥାନୀୟ ହରିହର ନଗର ସ୍ଥିତ ହରିହର ଭେଟ ମନ୍ଦିର ପ୍ରାଙ୍ଗଣରେ ଏକ ମାଗଣା ସ୍ବାସ୍ଥ୍ୟ ଶିବିର ଅନୁଷ୍ଠିତ ହୋଇଯାଇଛି । ଭରଦ୍ବାଜ ପ୍ରତିଷ୍ଠାନର ଅଧ୍ୟକ୍ଷ ଡା. ନକୁଳ ସାହୁଙ୍କ ସହାୟତାରେ ରକ୍ତଚାପ, ମଧୁମେହ, ଗଣ୍ଠିବାତ, ଅମ୍ଳପିତ୍ତ ଆଦି ରୋଗୀଙ୍କୁ ପରୀକ୍ଷା କରି ଚିକିତ୍ସା, ପରlମର୍ଶ ଓ ଔଷଧ ବିତରଣ କରାଯାଇଥିଲା ।ଉଲ୍ଲେଖଯୋଗ୍ୟ ଯେ,ଏଠାରେ ପ୍ରତ୍ୟେକ ସୋମବାର ସକାଳେ ସ୍ୱାସ୍ଥ୍ୟ ଶିବିର ଅନୁଷ୍ଠିତ ହୁଏ l ଶିବିର ପରିଚାଳନାରେ ଗୌରୀ ପ୍ରସାଦ ପରିଚ୍ଛl, ରାମ ଚନ୍ଦ୍ର ଚୌଧୁରୀ ମନ୍ଦିର କମିଟି ସଭ୍ୟ ସଭ୍ୟା ସହଯୋଗ କରିଥିଲେ l

LEAVE A REPLY

Please enter your comment!
Please enter your name here