ମୁଖ୍ୟମନ୍ତ୍ରୀ ଙ୍କ ଘୋଷଣା। ୧ଜୁଲାଇ ୨୧ ରୁ ମହଙ୍ଗା ଭତ୍ତା ରେ ୧୧%ବୃଦ୍ଧି

0
643

ଭୂବନେଶ୍ୱର,୦୮/୧୦/୨୦୨୧:
ଆକ୍ଟୋବର ଦରମା ରେ ବର୍ଦ୍ଧିତ ଭତ୍ତା ମିଳିବ ।ପୂଜା ପୂର୍ବରୁ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ରାଜ୍ୟ ସରକାରୀ କର୍ମଚାରୀ ଓ ପେନସନ୍ ଭୋଗୀଙ୍କ ପାଇଁ ୧୧ %ମହଙ୍ଗା ଭତ୍ତା ଓ dearness relief ଘୋଷଣା କରିଛନ୍ତି।ଏହି ନିଷ୍ପତ୍ତି ଦ୍ଵାରା ରାଜ୍ୟର ଚାରି ଲକ୍ଷ କର୍ମଚାରୀ ଓ ସାଢେ ତିନି ଲକ୍ଷ ପେନସନ୍ ଭୋଗୀ ଉପକାର ପାଇବେ ।ଏହା ଫଳରେ ବର୍ତ୍ତମାନ ମହଙ୍ଗା ଭତ୍ତା ୧୭ %ରୁ ବଢ଼ି ,୨୮%ରେ ପହଞ୍ଚିଲା ।ରାଜ୍ୟ ସରକାରଙ୍କ ନିଷ୍ପତ୍ତି ଅନୁଯାୟୀ ଜୁଲାଇ ୧ ରୁ ପିଛିଲା ଭାବରେ ୧୧ %ମହଙ୍ଗା ଭତ୍ତା ଲାଗୁ ହେବ ଓ ଏହା ଅକ୍ଟୋବରରୁ
ମିଳିବ । ବକେୟା ତିନି ମାସର ବର୍ଦ୍ଧିତ ଭତ୍ତା ମଧ୍ୟ ନଗଦ ଆକାରରେ ମିଳିବ ।

LEAVE A REPLY

Please enter your comment!
Please enter your name here