ପ୍ରଫେସର ପ୍ରିୟମ୍ଵଦା ମହାନ୍ତି ହେଜମାଦୀଙ୍କ ପୁସ୍ତକ” contours of my life ‘ ମୁଖ୍ୟମନ୍ତ୍ରୀ ଙ୍କ ଦ୍ବାରା ଉନ୍ମୋଚିତ ।

0
194

ଭୂବନେଶ୍ୱର,୨୫/୧୧/୨୦୨୧:
ପ୍ରଫେସର ପ୍ରିୟମ୍ଵଦା ମହାନ୍ତି ହେଜମାଦୀଙ୍କ ପୁସ୍ତକ contours of my life ,ଗତ ସନ୍ଧ୍ୟା ରେ
ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟନାୟକଙ୍କ ଦ୍ବାରା ଉନ୍ମୋଚିତ ହେଇଯାଇଛି । ଓଡିଶୀ ନୃତ୍ୟ, ସଙ୍ଗୀତ,ବିଞାନ, ଗବେଷଣା ,ନାରୀ ସ୍ବାଧୀନତା ତଥା ସମସାମୟିକ ଘଟଣା ବଳୀ ଉପରେ ପ୍ରଫେସର ହେଜମାଦୀଙ୍କ ଦ୍ଵାରା ବିଭିନ୍ନ ସମୟରେ ରଚିତ ନିବନ୍ଧ ଓ ସାକ୍ଷାତ କାର ଏହି ପୁସ୍ତକ ରେ ସନ୍ନିବେଶିତ ହେଇଅଛି ।ଭୁବନେଶ୍ବର ର ଶିକ୍ଷା ସନ୍ଧାନ ହେଉଛନ୍ତି ପୁସ୍ତକ ର ପ୍ରକାଶକ ।

ଏହି କାର୍ଯ୍ୟକ୍ରମ ରେ ମୁଖ୍ୟମନ୍ତ୍ରୀ ଙ୍କ ପ୍ରମୁଖ ପରାମର୍ଶଦାତା ଶ୍ରୀ ଆର୍ ବାଲ କିଷନ ଙ୍କ ସମେତ ବହୁ ବିଶିଷ୍ଟ ବ୍ୟକ୍ତି ଉପସ୍ଥିତ ଥିଲେ ।

LEAVE A REPLY

Please enter your comment!
Please enter your name here