ପୋଲସରା : ଅବସରପ୍ରାପ୍ତ ଉପ- ବନାଞ୍ଚଳ ଅଧିକାରୀ ଙ୍କୁ ବିଦାୟକାଳୀନ ସମ୍ବର୍ଦ୍ଧନା

0
149

ପୋଲସରା,୩୧/୦୧/୨୦୨୦(ଟୁକୁନା ପ୍ରଧାନ) : ଆଜି ଗଞ୍ଜାମ ଜିଲ୍ଲା ପୋଲସରା ବନାଞ୍ଚଳ(ଦକ୍ଷିଣ ଘୁମୁସର ବନଖଣ୍ଡ) ଠାରେ ଶ୍ରୀଯୁକ୍ତ ରମେଶ ଚନ୍ଦ୍ର ସାହୁ(ଅବସର ପ୍ରାପ୍ତ ଉପ ବନାଞ୍ଚଳ ଅଧିକାରୀ)ଙ୍କୁ ବିଦାୟ ସମ୍ବର୍ଦ୍ଧନା ଦିଆ ଯାଇଛି । ଏହି ପରିପ୍ରେକ୍ଷୀରେ ଏକ ସଭା ଅନୁଷ୍ଠିତ ହୋଇଯାଇଛି । ଏଥିରେ ପୋଲସରା ବିଧାୟକ ଶ୍ରୀକାନ୍ତ ସାହୁ, ଡି ଏଫ୍ ଓ ଭଞ୍ଜନଗର,ପୋଲସରା ଗୋଷ୍ଠି ଉନ୍ନୟନ ଅଧିକାରୀ ଶମ୍ଭୁ ନାଥ ନନ୍ଦୀ ,ଥାନାଧିକାରୀ ଜିତେନ୍ଦ୍ର କୁମାର ମଲ୍ଲିକ ଏବଂ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଓ ବନ ବିଭାଗ ର କର୍ମଚାରୀମାନେ ଉପସ୍ଥିତ ଥିଲେ ।

LEAVE A REPLY

Please enter your comment!
Please enter your name here